ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅସଲି ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅସଲି   ବିଶେଷଣ

ଅର୍ଥ : ଯେ ମିଥ୍ୟାବାଦୀ ନୁହେଁ

ଉଦାହରଣ : ସେ ଜଣେ ସଚ୍ଚା ଦେଶଭକ୍ତ

ସମକକ୍ଷ : ସଚ୍ଚା


ଅନ୍ୟ ଭାଷାରେ ଅନୁବାଦ :

जो झूठा या बनावटी न हो।

वह भारत माँ का सच्चा सपूत है।
अव्याहत, असल, असली, सच्चा

Expressing or given to expressing the truth.

A true statement.
Gave truthful testimony.
A truthful person.
true, truthful

ଅର୍ଥ : ଯେଉଁଥିରେ କିଛି ମିଶି ନାହିଁ ବା ଏକଦମ୍‌ ଭଲ

ଉଦାହରଣ : ଆଜିକାଲି ବଜାରରେ ଖାଣ୍ଟି ଜିନିଷ ମିଳିବା ମୁସ୍କିଲ୍‌

ସମକକ୍ଷ : ଅବିମିଶ୍ରିତ, ଅମିଶ୍ରିତ, ଖାଣ୍ଟି, ବିଶୁଦ୍ଧ, ବଢ଼ିଆ, ଶୁଦ୍ଧ


ଅନ୍ୟ ଭାଷାରେ ଅନୁବାଦ :

जो बिना मिलावट का हो या एकदम अच्छा।

आज-कल बाज़ार में खरा सौदा मिलना मुश्किल है।
अनमेल, अमिश्र, अमिश्रित, असल, असली, उक्ष, खरा, ख़ालिस, खालिस, चोखा, त्रुटिरहित, त्रुटिहीन, निख़ालिस, निखालिस, बढ़िया, बेमिलावटी, विशुद्ध, शुद्ध

Free of extraneous elements of any kind.

Pure air and water.
Pure gold.
Pure primary colors.
The violin's pure and lovely song.
Pure tones.
Pure oxygen.
pure

ଅର୍ଥ : ଯେ ବାସ୍ତବରେ ଅଛି ବା ଥାଏ ବା ଏକଦମ ଠିକ୍‌

ଉଦାହରଣ : ମୁଁ ଏବେ ଏବେ ଏକ ଅବିଶ୍ୱସନୀୟ ମାତ୍ର ବାସ୍ତବିକ ଘଟଣା ଶୁଣିଲି

ସମକକ୍ଷ : ଠିକ୍‌, ପ୍ରକୃତ, ବାସ୍ତବିକ, ଯଥାର୍ଥ, ସତ୍ୟ


ଅନ୍ୟ ଭାଷାରେ ଅନୁବାଦ :

जो वास्तव में हो या हुआ हो या बिल्कुल ठीक।

मैंने अभी-अभी एक अविश्वसनीय पर वास्तविक घटना सुनी है।
अकल्पित, अकाल्पनिक, अकूट, असल, असली, प्रकृत, प्राकृतिक, यथार्थ, वास्तव, वास्तविक, सच्चा, सही

ଅର୍ଥ : ଯାହା ପରିଶୋଧିତ ବା ଯାହାକୁ ପରିଶୁଦ୍ଧ କରାଯାଇଛି

ଉଦାହରଣ : ଏହା ଶୁଦ୍ଧ ସୁବର୍ଣ୍ଣର ବିସ୍କୁଟ

ସମକକ୍ଷ : ଅମିଶା, ଖାଣ୍ଟି, ଖାଦହୀନ, ବିଶୁଦ୍ଧ, ଭଲ, ଶୁଦ୍ଧ


ଅନ୍ୟ ଭାଷାରେ ଅନୁବାଦ :

Free of extraneous elements of any kind.

Pure air and water.
Pure gold.
Pure primary colors.
The violin's pure and lovely song.
Pure tones.
Pure oxygen.
pure