ସଦସ୍ୟତା ନିଅନ୍ତୁ
ପୃଷ୍ଠା ଠିକଣା କ୍ଲିପବୋର୍ଡରେ କପି ହୋଇଛି ।
ଅର୍ଥ : କାନ୍ଥ,ଘର ଆଦି ଅନ୍ୟ କାହାଦ୍ୱାରା ଭଙ୍ଗାଇବା ବା ଧ୍ୱସ୍ତ କରାଇବା
ଉଦାହରଣ : ଠିକାଦାର ବଡ଼ ଅଟ୍ଟାଳିକା ଗଢ଼ିବାପାଇଁ ଗରିବମାନଙ୍କର ଘରକୁ ଭଙ୍ଗାଇଦେଲା
ସମକକ୍ଷ : ଧ୍ୱସ୍ତ କରାଇବା, ନଷ୍ଟ କରାଇବା, ଭଗ୍ନ କରାଇବା, ଭଙ୍ଗାଇବା
ଅନ୍ୟ ଭାଷାରେ ଅନୁବାଦ :हिन्दी English
दीवार, मकान आदि को किसी अन्य से गिरवाना या ध्वस्त कराना।
Destroy completely.
ସଂସ୍ଥାପନ କରନ୍ତୁ