ଅର୍ଥ : ଗୋଟିଏ ବୈଦିକ ଛନ୍ଦ
ଉଦାହରଣ :
ପଂକ୍ତିରେ ଚାଳିସଟି ବର୍ଣ୍ଣ ଥାଏ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କୌଣସି କବିତା ବା ଗୀତରେ ଥିବା ଚରଣ ବା ପଦ
ଉଦାହରଣ :
ସୀତା ସ୍ୱଲିଖିତ କବିତାର ଗୋଟିଏ ପଂକ୍ତି ଶୁଣାଇଲେ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଲୋକ ବା ବାହନମାନଙ୍କର ଧାଡ଼ି ଯାହା କାହାକୁ ବା କିଛିପାଇଁ ଅପେକ୍ଷା କରିଛନ୍ତି
ଉଦାହରଣ :
ଧାଡ଼ି ଭାଙ୍ଗି ଯାତ୍ରୀ ଭରୁଥିବା ଚାଳକକୁ ବହୁତ ମାଡ଼ ହେଲା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କୌଣସି ପଷ୍ଠା ବା କୌଣସି ବସ୍ତୁର ପର୍ଦ୍ଦାଆଦି ଉପରେ ସିଧାରେ ଲେଖାହୋଇଥିବା ଲେଖା
ଉଦାହରଣ :
ଉଦାହରଣ ନିମନ୍ତେ ଆପଣ ପଞ୍ଚମ ପଂକ୍ତି ଦେଖନ୍ତୁ
ଅନ୍ୟ ଭାଷାରେ ଅନୁବାଦ :
Text consisting of a row of words written across a page or computer screen.
The letter consisted of three short lines.ଅର୍ଥ : ଗୋଟିଏ ବର୍ଣ୍ଣବୃତ୍ତ
ଉଦାହରଣ :
ପଂକ୍ତିରେ ପ୍ରତ୍ୟେକ ପାଦରେ ଗୋଟିଏ ଭଗଣ ଏବଂ ଶେଷରେ ଦୁଇଟି ଗୁରୁ ହୋଇଥାଏ
ଅନ୍ୟ ଭାଷାରେ ଅନୁବାଦ :