ଅର୍ଥ : ପୂର୍ଣ୍ଣ ବା ପୂରା ହେବା କିମ୍ବା କରିବାର କ୍ରିୟା ବା ଭାବ
ଉଦାହରଣ :
ଆପଣଙ୍କ ବିନା ଏହି କାମର ପୂର୍ତ୍ତି ଅସମ୍ଭବ
ସମକକ୍ଷ : ପୂର୍ଣ୍ଣ, ପୂର୍ଣ୍ଣତା, ପୂର୍ତ୍ତି
ଅନ୍ୟ ଭାଷାରେ ଅନୁବାଦ :
The act of making something perfect.
perfectionଅର୍ଥ : ପୂରା ଭାବରେ
ଉଦାହରଣ :
ଏହି କଥା ସମ୍ପୂର୍ଣ୍ଣ ମିଛ ସେ ସଡ଼କର ସମ୍ପୂର୍ଣ୍ଣ ମଝିରେ ଠିଆ ହୋଇଥିଲା ସେ ସମ୍ପୂର୍ଣ୍ଣ ମୂର୍ଖ
ସମକକ୍ଷ : ଆମୂଳଚୂଳ, ଏକଦମ୍, ନିତାନ୍ତ, ପୂର୍ଣ୍ଣରୂପରେ, ଶତପ୍ରତିଶତ, ସମ୍ପୂର୍ଣ୍ଣ
ଅନ୍ୟ ଭାଷାରେ ଅନୁବାଦ :
पूरी तरह से या थोड़ी मात्रा में भी।
यह बात बिल्कुल झूठ है।ଅର୍ଥ : ସମ୍ପୂର୍ଣ୍ଣ ଭାବରେ
ଉଦାହରଣ :
ବାଇଗଣ ଭରତା ତିଆରି କରିବାପାଇଁ ବାଇଗଣକୁ ଗୋଟା ରନ୍ଧାଯାଏ
ସମକକ୍ଷ : ଗୋଟା, ସମ୍ପୂର୍ଣ୍ଣ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯାହା କୌଣସି ଦୋଷ ବିନା ନିଜେନିଜେ ସମ୍ପୂର୍ଣ୍ଣ ପରିଚିତ
ଉଦାହରଣ :
ଗୋଟିଏ ପୂର୍ଣ୍ଣ କାହାଣୀ ଶୁଣାନ୍ତୁ
ସମକକ୍ଷ : ପୂର୍ଣ୍ଣ, ସମ୍ପୂର୍ଣ୍ଣ
ଅନ୍ୟ ଭାଷାରେ ଅନୁବାଦ :
Being complete of its kind and without defect or blemish.
A perfect circle.