ଅର୍ଥ : ରସିଆଦିଦ୍ୱାରା ଗୋଡ଼ ଇତ୍ୟାଦି ବାନ୍ଧିବା ବା ଗଣ୍ଠି ପକାଇବା
ଉଦାହରଣ :
ସେ ରୋଗଣା ମଇଁଷିକୁ ଇଞ୍ଜେକସନ ଦେବା ପୂର୍ବରୁ ତା ଆଗଗୋଡ଼କୁ ରସିରେ ବାନ୍ଧିଦେଲା
ସମକକ୍ଷ : ଗଣ୍ଠି ପକାଇବା, ଛନ୍ଦିବା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଚୂନାଆଦିକୁ ଗୋଲାକାର ରୂପକୁ ଆଣିବା
ଉଦାହରଣ :
ଭାଉଜ ବେସନ ଲଡ଼ୁ ବଳୁଛନ୍ତି
ସମକକ୍ଷ : ଗୋଟଳା କରିବା, ବଳିବା
ଅନ୍ୟ ଭାଷାରେ ଅନୁବାଦ :
चूर्ण आदि को पिंड के रूप में लाना।
भाभी बेसन के लड्डू बाँध रही हैं।