ଅର୍ଥ : ଧୃତରାଷ୍ଟ୍ରଙ୍କ ଜଣେ ପୁତ୍ର
ଉଦାହରଣ :
ବିକଟଙ୍କ ବର୍ଣ୍ଣନା ପୁରାଣରେ ମିଳେ
ଅନ୍ୟ ଭାଷାରେ ଅନୁବାଦ :
An imaginary being of myth or fable.
mythical beingଅର୍ଥ : ଜଣେ ରାକ୍ଷସ
ଉଦାହରଣ :
ବିକଟ ସୁମାଳୀର ପୁତ୍ର ଥିଲା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯାହାକୁ ଦେଖିଲେ ଭୟ ବା ଡର ଲାଗେ
ଉଦାହରଣ :
ମହିଷାସୁରକୁ ମାରିବାପାଇଁ ମା’ କାଳୀ ପ୍ରଚଣ୍ଡ ରୂପ ଧାରଣ କରିଥିଲେ ମାନସିଂହ ଜଣେ ଉଗ୍ର ଡାକୁ ଥିଲା
ସମକକ୍ଷ : ଉଗ୍ର, ପ୍ରଚଣ୍ଡ, ଭୀଷଣ, ଭୟଂକର, ଭୟଙ୍କର, ହିଂସ୍ର
ଅନ୍ୟ ଭାଷାରେ ଅନୁବାଦ :
जो अपने आकार-प्रकार, रूप-रङ्ग आदि की भीपणता या विकरालता के कारण देखनेवालों के मन में आतङ्क, आशङ्का या भय का संचार करता हो। जिसे देखने से भय या डर लगे।
महिषासुर को मारने के लिए माँ काली ने भयानक रूप धारण किया।Causing fear or dread or terror.
The awful war.