ସଦସ୍ୟତା ନିଅନ୍ତୁ
ପୃଷ୍ଠା ଠିକଣା କ୍ଲିପବୋର୍ଡରେ କପି ହୋଇଛି ।
ଅର୍ଥ : କୌଣସି ପଦାର୍ଥର ରୂପ, ଗୁଣଆଦି ପରିଚୟ କରାଇବାପାଇଁ ତନ୍ମଧ୍ୟରୁ ବାହାର କରାଯାଇଥିବା କିଛି ଅଂଶ
ଉଦାହରଣ : କୃଷକ ଶସ୍ୟର ନମୂନା ସେଠ୍କୁ ଦେଖେଇଲା କଥାକାର ସୁରେନ୍ଦ୍ର ମହାନ୍ତିଙ୍କ ଭାଷାର ଏକ ଉଦାହରଣ ଦେଖନ୍ତୁ
ସମକକ୍ଷ : ଉଦାହରଣ, ନମୂନା
ଅନ୍ୟ ଭାଷାରେ ଅନୁବାଦ :हिन्दी English
किसी पदार्थ आदि के प्रकार, गुण आदि का परिचय कराने के लिए उसमें से निकाला हुआ थोड़ा अंश।
A small part of something intended as representative of the whole.
ସଂସ୍ଥାପନ କରନ୍ତୁ