ଅର୍ଥ : ଚୋରି କରିବାପାଇଁ ପ୍ରବୃତ୍ତ କରିବା
ଉଦାହରଣ :
ଜଗୁଆଳି କାରଖାନାର ଜିନିଷ ଚୋରାଇଲା
ସମକକ୍ଷ : ଅପହୃତ କରିବା, ଚୋରାଇବା, ଚୋରିକରିବା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କୌଣସି ବ୍ୟକ୍ତିଆଦିକୁ ବଳପୂର୍ବକ ଭାବରେ ଉଠାଇନେବା
ଉଦାହରଣ :
ଆତଙ୍କବାଦୀମାନେ କାଶ୍ମୀରର ଜଣେ ମନ୍ତ୍ରୀଙ୍କ ଝିଅକୁ ଅପହରଣ କରିନେଲେ
ସମକକ୍ଷ : ଅପହରଣ କରିବା
ଅନ୍ୟ ଭାଷାରେ ଅନୁବାଦ :
किसी व्यक्ति आदि को बलपूर्वक उठा ले जाना।
आतंकवादियों ने कश्मीर के एक मंत्री की बेटी का अपहरण किया।