അർത്ഥം : କାହାର ହାନି କରୁଥିବା କୌଣସି ଅନୁଚିତ କାର୍ଯ୍ୟ
ഉദാഹരണം :
ବେଳେ ବେଳେ ଆମେ ଆମ ଅଜଣାରେ ଅପରାଧ କରିଥାଉ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଦୋଷୀ ହେବାର ଅବସ୍ଥା ବା ଭାବ
ഉദാഹരണം :
ସ୍ବାମୀର ଦୋଷ ପ୍ରମାଣିତ କଲାପରେହିଁ ସ୍ତ୍ରୀ ସମ୍ବନ୍ଧ ବିଚ୍ଛେଦ କରି ପାରିବ
പര്യായപദങ്ങൾ : ଦୋଷ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଏପରି କାମ ଯାହା କୌଣସି ବିଧିବିଧାନର ବିରୋଧାଚରଣ କରେ ଏବଂ ଯାହାପାଇଁ କର୍ତ୍ତାକୁ ଦଣ୍ଡ ମିଳିପାରେ
ഉദാഹരണം :
ବାଳଶ୍ରମିକଙ୍କୁ କାମରେ ଲଗାଇବା ଏକ ଅପରାଧ
പര്യായപദങ്ങൾ : ଭୁଲ୍
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଯେ ସ୍ୱଭାବରେ ଅପରାଧପ୍ରବଣ ବା ଅପରାଧ କରିବାପାଇଁ ପ୍ରବୃତ୍ତ ହୁଏ
ഉദാഹരണം :
ଧ୍ୟାନ ଅପରାଧ ପ୍ରବୃତ୍ତିକୁ ଦୂର କରେ