അർത്ഥം : ତନ୍ଦ୍ରା ବା ଢୁଳ କାରଣରୁ ହେଉଥିବା ଆଳସ୍ୟ
ഉദാഹരണം :
ନିଦ୍ରାବେଶଯୋଗୁଁ ସେ ଖଟ ଉପରେ ପଡ଼ି ରହିଲା
പര്യായപദങ്ങൾ : ତଂଦ୍ରାଳସ୍ୟ, ତନ୍ଦ୍ରାଳସ୍ୟ, ନିଦ୍ରାବେଶ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଉତ୍ସାହ ନ ହେବା ଅବସ୍ଥା ବା ଭାବ
ഉദാഹരണം :
ଉତ୍ସାହହୀନତା କାରଣରୁ ମୁଁ ଏହି କାମ କରିପାରିଲି ନାହିଁ
പര്യായപദങ്ങൾ : ଅବସାଦ, ଉତ୍ସାହହୀନତା, ଉଲ୍ଲାସହୀନତା
മറ്റ് ഭാഷകളിലേക്കുള്ള വിവർത്തനം :
उत्साह न होने की अवस्था या भाव।
उत्साहहीनता के कारण मैं यह काम नहीं कर सका।