അർത്ഥം : କୌଣସି ବସ୍ତୁର ବ୍ୟବହାରରେ ସୁଖ ବା ମଜା ନେବାର କ୍ରିୟା
ഉദാഹരണം :
ଏହି କାର୍ଯ୍ୟାଳୟର ସମସ୍ତ ପଦାଧିକାରୀ କାର୍ଯ୍ୟାଳୟର ବସ୍ତୁଗୁଡ଼ିକର ଖୁବ୍ ଉପଭୋଗ କରୁଛନ୍ତି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଖାଇବା ପିଇବା ଜିନିଷ ବା କୌଣସି ଅନ୍ୟ ବସ୍ତୁକୁ ଉପଯୋଗୀ କରିବା କ୍ରିୟା
ഉദാഹരണം :
ଅଧିକ ରକ୍ତଚାପରେ ପୀଡ଼ିତ ବ୍ୟକ୍ତିକୁ ନିୟମିତ ଭାବରେ ଔଷଧ ସେବନ କରିବା ଉଚିତ
പര്യായപദങ്ങൾ : ଖାଇବା, ଗ୍ରହଣ କରିବା, ଭୋଜନ, ସେବନ
മറ്റ് ഭാഷകളിലേക്കുള്ള വിവർത്തനം :
The act of using.
He warned against the use of narcotic drugs.