അർത്ഥം : ଇଟା,ପଥର,କାଠଆଦି ଦ୍ୱାରା ପ୍ରାୟ ସ୍ଥାୟୀ ରୂପରେ ପ୍ରସ୍ତୁତ ଏପରି କୌଣସି ନିର୍ମାଣ ଯେଉଁଥିରେ ଛାତ ଓ ପାଚେରିଥାଏ ଏବଂ ଯାହା ବାସ୍ତୁର ଅନ୍ତର୍ଗତ ହୋଇଥାଏ
ഉദാഹരണം :
ଏହି ଭବନ ନିର୍ମାଣପାଇଁ ତିନି ବର୍ଷ ଲାଗିଗଲା
പര്യായപദങ്ങൾ : ବିଲ୍ଡ଼ିଙ୍ଗ୍, ଭବନ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଘରର ଉପରି ଭାଗ ଯାହା ଅନୁଚ୍ଚ କାନ୍ଥଦ୍ୱାରା ଘେରା ହୋଇଥାଏ
ഉദാഹരണം :
ପିଲାମାନେ କୋଠା ଉପରେ ଖୁସିରେ ଡିଆଁଡେଇଁ କରୁଛନ୍ତି
മറ്റ് ഭാഷകളിലേക്കുള്ള വിവർത്തനം :