അർത്ഥം : ଲୁହା, ମାଟିଆଦିରେ ନିର୍ମିତ ଏକମୁହାଁ ପାତ୍ର ଯେଉଁଥିରେ ବିଶେଷକରି କୋଇଲା ଜଳାଯାଏ
ഉദാഹരണം :
ସେ ଚୁଲିରେ ଚା’ ବସେଇଛି
പര്യായപദങ്ങൾ : ଖନ୍ଦା, ଚୁଲା, ରନ୍ଧନଗର୍ତ୍ତ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ମାଟି, ଇଟା ବା ଲୁହାଆଦିରେ ତିଆରି ହୋଇଥିବା ପାତ୍ର ଯେଉଁଥିରେ ଖାଦ୍ୟ ରନ୍ଧାଯାଏ
ഉദാഹരണം :
ମା’ ଖାଦ୍ୟ ଗରମ କରିବାପାଇଁ ଚୁଲି ଜଳାଉଛନ୍ତି
മറ്റ് ഭാഷകളിലേക്കുള്ള വിവർത്തനം :
A kitchen appliance used for cooking food.
Dinner was already on the stove.