അർത്ഥം : ସଜୀବ ପ୍ରାଣୀ ବା ଯେଉଁଥିରେ ପ୍ରାଣ ଅଛି
ഉദാഹരണം :
ପୃଥିବୀ ଉପରେ ବିଭିନ୍ନ ପ୍ରକାର ଜୀବ ମିଳନ୍ତି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ସମସ୍ତ ଜୀବିତ ଜନ୍ତୁ ସମୁଦାୟର ବିଶେଷ ଅବଧି ବା କ୍ଷେତ୍ର
ഉദാഹരണം :
ସେ ଭାରତର ଜନ୍ତୁଙ୍କ ଉପରେ ଅଧ୍ୟୟନ କରୁଛି
മറ്റ് ഭാഷകളിലേക്കുള്ള വിവർത്തനം :
एक विशेष अवधि या क्षेत्र के सभी जीवित जंतु समुदाय।
वह भारत के जंतुओं का अध्ययन कर रहा है।അർത്ഥം : ପ୍ରାଣୀମାନଙ୍କର ସେହି ଚେତନ ଶକ୍ତି ଯେଉଁଥିପାଇଁ ସେ ଜୀବିତ ରହନ୍ତି
ഉദാഹരണം :
ଶରୀରରୁ ପ୍ରାଣର ବର୍ହିଗମନ ହେଉଛି ମୃତ୍ୟୁ
പര്യായപദങ്ങൾ : ଜୀବନ, ଜୀବନ ଶକ୍ତି, ପ୍ରାଣ, ପ୍ରାଣଶକ୍ତି
മറ്റ് ഭാഷകളിലേക്കുള്ള വിവർത്തനം :
The vital principle or animating force within living things.
spirit