അർത്ഥം : ପତ୍ର ଓ ଡାଳ ବିନା
ഉദാഹരണം :
କୃଷକ ଥୁଣ୍ଟା ଗଛର ଚେର ଖୋଳୁଥିଲା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଯାହାର ସବୁଠୁ ଉପରି ଭାଗ, ବସ୍ତୁ ଆଦି (ବିଶେଷ କରି ଶୋଭା ବଢ଼ାଉଥିବା) କୌଣସି କାରଣରୁ ନ ଥାଏ
ഉദാഹരണം :
ତୋଫାନ କାରଣରୁ ସାରା ଜଙ୍ଗଲ ଥୁଣ୍ଟା ହୋଇଗଲା ଗ୍ରୀଷ୍ମଦିନେ ଏହି ପର୍ବତ ଥୁଣ୍ଟା ହୋଇଯାଏ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଯେଉଁଥିରେ ଡାଳ,ପତ୍ର ଆଦି କୌଣସି କାରଣରୁ ନ ଥାଏ
ഉദാഹരണം :
କୃଷକ ଥୁଣ୍ଟା ଗଛଟିକୁ କାଟୁଛି