അർത്ഥം : କାହା ଉପରେ କୌଣସି ଆଡ଼ୁ ଏହି ପ୍ରକାର ଜୋର ଦେବା ଯେମିତି ତାହା ପଛକୁ ଘୁଞ୍ଚିଯିବ
ഉദാഹരണം :
କମ୍ପ୍ୟୁଟର ଚଳାଇବାପାଇଁ ଗୁଲୁ ତାର ବଟନ ଦବେଇଲା
പര്യായപദങ്ങൾ : ଚିପିବା
മറ്റ് ഭാഷകളിലേക്കുള്ള വിവർത്തനം :
किसी पर किसी ओर से इस प्रकार ज़ोर पहुँचाना कि उसे पीछे हटना पड़े।
कम्प्यूटर चालू करने के लिए गोलू ने उसका बटन दबाया।Exert pressure or force to or upon.
He pressed down on the boards.അർത്ഥം : କାହା ଉପରେ ଏପରି ଜୋର ଦେବା ଯେ ସେ କିଛି କରିପାରିବ ନାହିଁ
ഉദാഹരണം :
ଗୁଣ୍ଡାମାନେ ସମଗ୍ର ବସ୍ତିକୁ ଡରେଇ ଧମକେଇ କରି ଦବେଇଲେ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ପ୍ରତିଯୋଗିତାରେ ପିଛାଡିବା
ഉദാഹരണം :
ଖେଳ ପ୍ରତିଯୋଗିତାରେ ସୌରଭ ବରୁଣକୁ ଦବେଇଦେଲା
പര്യായപദങ്ങൾ : ପକେଇବା, ପିଛାଡ଼ିବା, ଭାରି ପଡ଼ିବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ବଢ଼ୁଥିବା ବେଗ, ବିରୋଧ ଆଦିକୁ ଦମନ କରିବା
ഉദാഹരണം :
ପୋଲିସ ହରତାଳକାରୀମାନଙ୍କୁ ଲାଠି ଚାର୍ଜ କରି ଦବେଇଲେ
പര്യായപദങ്ങൾ : ଚପେଇଦେବା, ପ୍ରସମିତ କରିବା, ଶାନ୍ତ କରିବା
അർത്ഥം : ଉପର ଭାଗରେ ଏହି ପ୍ରକାର ଭାର ରଖିବା, ଯେମିତି କୌଣସି ଜିନିଷ ତଳକୁ ଦବିବ ବା ଏପଟସେପଟ ହୋଇ ପାରିବ ନାହିଁ
ഉദാഹരണം :
ଛେନାର ମୁଣ୍ଡା ତିଆରି କରିବାପାଇଁ ତାକୁ କନାରେ ବାନ୍ଧିକି ଶିଳ ତଳେ ଦବାଯାଏ
മറ്റ് ഭാഷകളിലേക്കുള്ള വിവർത്തനം :
Exert pressure or force to or upon.
He pressed down on the boards.