അർത്ഥം : ବାନ୍ଧିକରି ଓ କଟାକଟି କରି ଏକ ବିଶେଷ ଢଙ୍ଗରେ ବଢ଼ିବାପାଇଁ ପ୍ରବୃତ୍ତ କରିବା
ഉദാഹരണം :
କୃଷକ ପାନ ଲତାଗୁଡ଼ିକ ଅନୁବର୍ଦ୍ଧନ କରୁଛି
പര്യായപദങ്ങൾ : ଅନୁବର୍ଦ୍ଧନ କରିବା, ବର୍ଦ୍ଧିତ କରାଇବା, ବଢ଼ାଇବା, ରକ୍ଷଣାବେକ୍ଷଣ କରିବା
മറ്റ് ഭാഷകളിലേക്കുള്ള വിവർത്തനം :
* बाँधकर और कटाई-छँटाई करके एक विशेष तरीके से बढ़ने में प्रवृत्त करना।
किसान पान की लताओं का अनुवर्धन कर रहा है।അർത്ഥം : କୌଣସି ବ୍ୟକ୍ତି ବା ବସ୍ତୁର ଯତ୍ନ ନେବା
ഉദാഹരണം :
ମୋ ବୋହୂ ଏବେ ଚାକିରୀ ଛାଡ଼ି ଘର ଏବଂ ଛୁଆପିଲାଙ୍କୁ ସମ୍ଭାଳୁଛି
പര്യായപദങ്ങൾ : ଦେଖିବା, ଯତ୍ନନେବା, ସମ୍ଭାଳିବା
മറ്റ് ഭാഷകളിലേക്കുള്ള വിവർത്തനം :
किसी व्यक्ति या वस्तु आदि का ध्यान रखना।
मेरी बहू अब नौकरी छोड़कर बच्चों तथा घर को सँभालती है।