അർത്ഥം : କୌଣସି ପ୍ରଦେଶରେ ରହୁଥିବା ସମସ୍ତ ଲୋକ
ഉദാഹരണം :
ସମଗ୍ର ରାଜ୍ୟ ଦରଦାମ ବୃଦ୍ଧିର ପ୍ରଭାବରେ ଆକ୍ରାନ୍ତ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କୌଣସି ଦେଶର ଏକ ବିଭାଗ ଯାହାର ବାସିନ୍ଦାଙ୍କ ଶାସନପଦ୍ଧତି, ଭାଷା, ଚାଲିଚଳଣି, ବ୍ୟବହାରଆଦି ଅନ୍ୟମାନଙ୍କଠାରୁ ଭିନ୍ନ ଓ ସ୍ୱତନ୍ତ୍ର ହୋଇଥାଏ
ഉദാഹരണം :
ସ୍ୱତନ୍ତ୍ର ଭାରତରେ ବର୍ତ୍ତମାନ ଅଣତିରିଶଟି ପ୍ରଦେଶ ଅଛି
പര്യായപദങ്ങൾ : ରାଜ୍ୟ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ସେହି ଦେଶ,ପ୍ରଦେଶ,ଜିଲ୍ଲା,କ୍ଷେତ୍ର,ସହର,ଗାଁ ଆଦି ଯେଉଁଠାରେ ଆପଣ (ବା କୌଣସି ବ୍ୟକ୍ତି) ରହିଥାନ୍ତି
ഉദാഹരണം :
ଭାରତ ମୋ ଦେଶ
പര്യായപദങ്ങൾ : ଅଞ୍ଚଳ, ଦେଶ, ମୁଲକ, ରାଜ୍ୟ, ରାଷ୍ଟ୍ର
മറ്റ് ഭാഷകളിലേക്കുള്ള വിവർത്തനം :
The country or state or city where you live.
Canadian tariffs enabled United States lumber companies to raise prices at home.