അർത്ഥം : ଗୋଟିଏ ପରେ ଗୋଟିଏ ଘଟୁଥିବା ଘଟଣା ବା ଲଗାତାରଭାବେ ବିଚାରଆଦିର ପ୍ରଭାବଶାଳୀ କ୍ରମ
ഉദാഹരണം :
ଏହି ଲେଖାରେ ଲେଖକଙ୍କ ବିଚାରଶକ୍ତିର ପ୍ରବାହ ରହିଛି କାବ୍ୟଗୋଷ୍ଠୀରେ କବିତାଗୁଡ଼ିକର ଧାରା ଶ୍ରୋତାମାନଙ୍କୁ ବାନ୍ଧିରଖିଥିଲା
പര്യായപദങ്ങൾ : ଧାରା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ପ୍ରବାହିତ ହେଉଥିବା ବା ପ୍ରବାହିତ ତରଳ ପଦାର୍ଥ
ഉദാഹരണം :
ନଦୀର ଧାରାକୁ ରୋକି ବନ୍ଧ ବନ୍ଧାଯାଏ
പര്യായപദങ്ങൾ : ଧାରା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଯାହା ପ୍ରଚୁର ପରିମାଣରେ ବା ବହୁମାତ୍ରାରେ ଅଚାନକ ବା ପ୍ରଚଣ୍ଡ ରୂପରେ ବାହାରି ଆସେ
ഉദാഹരണം :
ତା ମୁହଁରୁ ବାହାରୁଥିବା ଭର୍ତ୍ସନାର ସ୍ରୋତ ବନ୍ଦ ହେଉନାହିଁ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ବହିବାର କ୍ରିୟା ବା ଭାବ
ഉദാഹരണം :
ସେ ପାଣି ପ୍ରବାହରେ ଭାସି ଗଲା ବର୍ଷା ଦିନରେ ନଦୀମାନଙ୍କର ପ୍ରବାହ ବଢ଼ିଯାଏ
മറ്റ് ഭാഷകളിലേക്കുള്ള വിവർത്തനം :