അർത്ഥം : କୌଣସି ବସ୍ତୁ ଆଦିର ମୂଲ୍ୟ ଯାହା ମାଲିକକୁ ପରେ ଦିଆଯାଇଥାଏ
ഉദാഹരണം :
ଏବେ ଲୁଗା ବେପାରୀଙ୍କର ମୋ ଉପରେ ଦୁଇ ହଜାର ଟଙ୍କା ଉଧାର ଅଛି
മറ്റ് ഭാഷകളിലേക്കുള്ള വിവർത്തനം :
Money or goods or services owed by one person to another.
debtഅർത്ഥം : ଯାହା ବଳକା ଅଛି (ଯେଉଁଠି ଅନ୍ୟସବୁ କୌଣସି ପ୍ରକାରେ ସମାପ୍ତ ବା ନଷ୍ଟ ହୋଇଯାଇଛି)
ഉദാഹരണം :
ଘରେ ନିଆଁ ଲାଗି ଆଉ କିଛି ବାକି ରହିଲା ନାହିଁ
മറ്റ് ഭാഷകളിലേക്കുള്ള വിവർത്തനം :
वह जो बचा हो या बची हुई वस्तु (जबकि अन्य किसी प्रकार समाप्त सा नष्ट हो गया हो)।
घर में आग लगने से कुछ भी शेष नहीं बचा।അർത്ഥം : ଅନ୍ୟଠାରୁ ପାଇବା ବା ପ୍ରାପ୍ତକରିବାକୁ ଥିବା ଟଙ୍କା
ഉദാഹരണം :
ସାହୁକାର ସବୁ ମାସର ଏକ ତାରିଖରେ ହିଁ ପାଉଣା ନେବା ପାଇଁ ଘରେ ପହଞ୍ଚିଯାଆନ୍ତି
പര്യായപദങ്ങൾ : ଦେୟ, ପାଉଣା, ପ୍ରାପ୍ୟ ଧନ
മറ്റ് ഭാഷകളിലേക്കുള്ള വിവർത്തനം :
A payment that is due (e.g., as the price of membership).
The society dropped him for non-payment of dues.അർത്ഥം : ଯାହା ସମାପ୍ତ ହେଇନାହିଁ
ഉദാഹരണം :
ଅସମାପ୍ତ କାର୍ଯ୍ୟକୁ ପୂରା କର ଅଧାପନ୍ତରିଆ ଜ୍ଞାନ ଘାତକ ହୋଇଥାଏ
പര്യായപദങ്ങൾ : ଅଧାଖଣ୍ଡିଆ, ଅପୂର୍ଣ୍ଣ, ଅସଂପୂର୍ଣ୍ଣ, ଅସମାପ୍ତ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଯାହା ବ୍ୟବହାରରେ ଆସି ନପାରି ବଳି ଯାଇଛି
ഉദാഹരണം :
ବଳକା ଖାଇବା ଘୋଡ଼େଇକି ରଖିଦିଅ
മറ്റ് ഭാഷകളിലേക്കുള്ള വിവർത്തനം :