അർത്ഥം : ଏହା ନିଶ୍ଚୟ ଯେ ଏଭଳି ହେବ, ଅଥବା ଅମୁକ ବ୍ୟକ୍ତି ଏଭଳି କରେ ବା କରିବ
ഉദാഹരണം :
ବିଶ୍ୱାସ ଉପରେ ଦୁନିଆ ତିଷ୍ଠିରହିଛି ଭଗବାନଙ୍କ ଉପରେ ବିଶ୍ୱାସ ରଖନ୍ତୁ, ଆପଣଙ୍କ ହଜିଲା ପୁଅ ମିଳିଯିବ
പര്യായപദങ്ങൾ : ଆତ୍ମପ୍ରତ୍ୟୟ, ଆଶା, ଆସ୍ଥା, ନିର୍ଭର, ବିଶ୍ୱାସ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଜୀବନ ନିର୍ବାହର ଆଧାର
ഉദാഹരണം :
ପିଲାମାନେ ବାର୍ଦ୍ଧକ୍ୟରେ ମା’-ବାପାଙ୍କର ସାହାରା ହୋଇଥାନ୍ତି
പര്യായപദങ്ങൾ : ଅବଲମ୍ବନ, ଆଲମ୍ବନ, ଆଶ୍ରା, ଆଶ୍ରୟ, ଆସରା, ସାହାରା
മറ്റ് ഭാഷകളിലേക്കുള്ള വിവർത്തനം :
The activity of providing for or maintaining by supplying with money or necessities.
His support kept the family together.അർത്ഥം : କାହାରି ଉପରେ ଭରସା ରଖିବାର କ୍ରିୟା ଯେପରିକି କୌଣସି କାମ ତାଙ୍କ ଦ୍ୱାରା ହୋଇପାରିବ ବା ହୋଇଯିବ
ഉദാഹരണം :
ପ୍ରତ୍ୟେକ ପିତାଙ୍କର ନିଜ ପୁତ୍ର ଉପରେ ଏହି ଆଶା ଥାଏ ଯେ ସେ ନିଜ ଜୀବନରେ ସଫଳ ହେଉ
പര്യായപദങ്ങൾ : ଆକାଂକ୍ଷା, ଆଶା, ପ୍ରତ୍ୟାଶା
മറ്റ് ഭാഷകളിലേക്കുള്ള വിവർത്തനം :
किसी पर भरोसा रखने की क्रिया कि अमुक कार्य उसके द्वारा हो सकता है या हो जायेगा।
हर पिता की अपने पुत्र से यह अपेक्षा रहती है कि वह अपने जीवन में सफल हो।