അർത്ഥം : କୌଣସି ଧର୍ମର ମୂଳ କଥା ଯାହାକୁ ଗ୍ରହଣ କଲେ ସେ ବ୍ୟକ୍ତି ସେହି ଧର୍ମରେ ସମ୍ମିଳିତ ହୋଇଯାଏ
ഉദാഹരണം :
କବୀର ଅଦ୍ୱୈତ ମତବାଦକୁ ମାନୁଥିଲେ
പര്യായപദങ്ങൾ : ବିଶ୍ୱାସ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ବିଦ୍ୟା, କଳା ଆଦି ସମ୍ବନ୍ଧରେ କୌଣସି ବିଦ୍ୱାନଙ୍କଦ୍ୱାରା ପ୍ରତିପାଦିତ ଯେଉଁ ସିଦ୍ଧାନ୍ତକୁ ଅନେକ ଲୋକ ମାନିଥାନ୍ତି
ഉദാഹരണം :
ଡାରୱିନଙ୍କର କ୍ରମବିକାଶ ସିଦ୍ଧାନ୍ତ ଅନୁସାରେ ମଣିଷର ବି ଲାଞ୍ଜ ଥିଲା
പര്യായപദങ്ങൾ : ସିଦ୍ଧାନ୍ତ
മറ്റ് ഭാഷകളിലേക്കുള്ള വിവർത്തനം :