അർത്ഥം : ତଳରୁ ଉପର ପର୍ଯ୍ୟନ୍ତ ସମାନ ରୂପରେ ମୋଟା
ഉദാഹരണം :
ସେ ଥଣ୍ଡାରୁ ରକ୍ଷାପାଇବାପାଇଁ ଗୋଟିଏ ମୋଟା କମ୍ବଳ ଘୋଡ଼େଇ ହେଲା
മറ്റ് ഭാഷകളിലേക്കുള്ള വിവർത്തനം :
नीचे से लेकर ऊपर तक समान रूप से मोटा।
चोटियों पर मोटी बर्फ जमी हुई है।അർത്ഥം : ମଜବୁତ ଶରୀରର
ഉദാഹരണം :
ଏକ ପତଳା ପହିଲିବାନ ଏକ ତାଗଡ଼ା ପହିଲିବାନକୁ ଧୂଳି ଚଟେଇ ଦେଲା
പര്യായപദങ്ങൾ : ତାଗଡ଼ା, ପୃଥୁଳ, ହୃଷ୍ଟ ପୁଷ୍ଟ
മറ്റ് ഭാഷകളിലേക്കുള്ള വിവർത്തനം :
मजबूत शरीर वाला।
एक दुबले-पतले पहलवान ने एक तगड़े पहलवान को धूल चटा दी।അർത്ഥം : ଯାହାର ଚୁନା ବା ଗୁଣ୍ଡ ଚିକ୍କଣ ନୁହେଁ
ഉദാഹരണം :
ଖଦଡ଼ା ଅଟାରେ ରୋଟି ଭଲ ଫୁଲେ ନାହିଁ
പര്യായപദങ്ങൾ : ଖଣ୍ଡଖଣ୍ଡିଆ, ଖଦଡ଼ା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ସାଧାରଣ ବା ଯାହା ଭଲ ନୁହେଁ
ഉദാഹരണം :
ଦରିଦ୍ରମାନେ ମୋଟା ଶସ୍ୟରେ ହିଁ କାମ ଚଳାଇ ନିଅନ୍ତି
പര്യായപദങ്ങൾ : ବଗଡ଼ା
മറ്റ് ഭാഷകളിലേക്കുള്ള വിവർത്തനം :
Moderate to inferior in quality.
They improved the quality from mediocre to above average.