അർത്ഥം : ଦୁଇଜଣ ବ୍ୟକ୍ତି ବା ଦଳଙ୍କ ମଧ୍ୟରେ ଶତ୍ରୁତାପୂର୍ଣ୍ଣ ଢଙ୍ଗରେ ନିଜନିଜ କଥା ଉପରେ ଜଣେ ଅନ୍ୟ ଜଣଙ୍କ ବିରୋଧରେ ଅଟଳ ରହିବାର ଭାବ
ഉദാഹരണം :
ଛୋଟ କଥାକୁ ନେଇ ସେ ଦୁଇଜଣଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇଗଲା
പര്യായപദങ്ങൾ : ମନୋମାଳିନ୍ୟ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କୌଣସି କଥାରେ ହୋଇଥିବା କଳହ
ഉദാഹരണം :
ଆଜି ସକାଳୁ ମୋର ତା ସହିତ କଥା କଟାକଟି ହୋଇଗଲା
പര്യായപദങ്ങൾ : କଥା କଟାକଟି, ଖିଟିମିଟି, ଝଗଡ଼ା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ନିଜନିଜ ମଧ୍ୟରେ ହେଉଥିବା ଆକ୍ଷେପ ବା ଉଚ୍ଚବାଚ
ഉദാഹരണം :
ବାପ ଓ ପୁଅଙ୍କ ମଧ୍ୟରେ ସବୁଦିନେ ପାଟିତୁଣ୍ଡ ହେଉଛି
പര്യായപദങ്ങൾ : ଉଚ୍ଚବାଚ, କଳି, ଝଗଡ଼ା, ତର୍କବିତର୍କ, ପାଟିତୁଣ୍ଡ, ହଟ୍ଟଗୋଳ
മറ്റ് ഭാഷകളിലേക്കുള്ള വിവർത്തനം :
Witty language used to convey insults or scorn.
He used sarcasm to upset his opponent.അർത്ഥം : ଏକାଠି ବସି କୌଣସି ପ୍ରସଙ୍ଗ ଉପରେ ତର୍କ ବିତର୍କ କରିବା
ഉദാഹരണം :
ରାମ ଏବଂ ଶ୍ୟାମ ଅନାବଶ୍ୟକ ସମସ୍ୟାକୁ ନେଇ ଯୁକ୍ତିତର୍କ କରୁଛନ୍ତି
പര്യായപദങ്ങൾ : ତର୍କବିତର୍କ, ବାଦବିବାଦ, ବିତଣ୍ଡା
മറ്റ് ഭാഷകളിലേക്കുള്ള വിവർത്തനം :
एक साथ बैठकर किसी मुद्दे आदि पर तर्क वितर्क करना या उस मुद्दे पर सहमत न होना।
राम और श्याम अनावश्यक मसले पर वाद विवाद कर रहे हैं।