അർത്ഥം : କୌଣସି ବିଶେଷ କାମ କରିବାପାଇଁ ବା ନିଜ ପାଖରେ କୌଣସି ବିଶେଷ ବସ୍ତୁ ରଖିବାପାଇଁ ଶାସନଦ୍ୱାରା ପ୍ରଦତ୍ତ ଅଧିକାର ପତ୍ର
ഉദാഹരണം :
ମହେଶକୁ ଗାଡ଼ି ଚଲେଇବାପାଇଁ ଲାଇସେନ୍ସ୍ ମିଳିଯାଇଛି
പര്യായപദങ്ങൾ : ଅନୁମତିପତ୍ର
മറ്റ് ഭാഷകളിലേക്കുള്ള വിവർത്തനം :
कोई विशेष काम करने या अपने पास कोई विशेष वस्तु रखने का शासन द्वारा प्रदत्त अधिकार-पत्र।
महेश को गाड़ी चलाने का लाइसेंस मिल गया है।