അർത്ഥം : କୌଣସି ବିଶିଷ୍ଟ ସମୟ
ഉദാഹരണം :
ଏଠାରେ ପ୍ରତିବର୍ଷ ବିଜୟାଦଶମୀ ଅବସରରେ ରାମ ଲୀଳାର ଆୟୋଜନ କରାଯାଏ
പര്യായപദങ്ങൾ : ଅବକାଶ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ମିନିଟ୍, ଘଣ୍ଟା, ବର୍ଷଆଦିରେ ମପାଯାଉଥିବା ଦୂରତା ବା ଗତି ଯେଉଁଥିରେ ଭୂତ ବର୍ତ୍ତମାନଆଦିର କଳନା ହୁଏ
ഉദാഹരണം :
ସମୟ କାହାରିକୁ ଅପେକ୍ଷା କରେ ନାହିଁ ଆପଣ କେଉଁ ଯୁଗର କଥା କହୁଛନ୍ତି ସମୟ କେମିତି କଟୁଛି,କିଛି ଜଣା ପଡ଼ୁନାହିଁ ସେ କିଛି ସମୟ ନିମନ୍ତେ ଏଠାକୁ ବି ଆସିଥିଲେ
പര്യായപദങ്ങൾ : କାଳ, ଦିନ, ବେଳା, ଯୁଗ, ସମୟ
മറ്റ് ഭാഷകളിലേക്കുള്ള വിവർത്തനം :
मिनटों, घंटों, वर्षों आदि में नापी जाने वाली दूरी या गति जिससे भूत, वर्तमान आदि का बोध होता है।
समय किसी का इंतजार नहीं करता।An amount of time.
A time period of 30 years.