അർത്ഥം : ପ୍ରଥମ ଅବସ୍ଥା ଠାରୁ ଭଲ ବା ଉଚ୍ଚ ଅବସ୍ଥା ଆଡ଼କୁ ବଢ଼ିବା ବା ବଢ଼ାଇବାର କ୍ରିୟା
ഉദാഹരണം :
ଭାରତର ଉନ୍ନତି ଭାରତୀୟମାନଙ୍କୁ ନେଇ ନିର୍ଭର କରେ
പര്യായപദങ്ങൾ : ଉତ୍ଥାନ, ଉନ୍ନତି, ଉନ୍ନୟନ, ପ୍ରଗତି, ବିକାଶ
മറ്റ് ഭാഷകളിലേക്കുള്ള വിവർത്തനം :
Gradual improvement or growth or development.
Advancement of knowledge.അർത്ഥം : ଭଲ ଉନ୍ନତ ଅବସ୍ଥା
ഉദാഹരണം :
ଛତିଶଗଡ଼ର ଅଭ୍ୟୁନ୍ନତି ସ୍ପଷ୍ଟ ଦୃଷ୍ଟିଗୋଚର ହେଉଛି
പര്യായപദങ്ങൾ : ଅଭ୍ୟୁନ୍ନତି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କୌଣସି ନୂଆ ଜିନିଷ, କଥା, ଶକ୍ତିଆଦି ଉତ୍ପନ୍ନ ହୋଇ ଆଗକୁ ଆସିବାର କ୍ରିୟା
ഉദാഹരണം :
୧୯୭୨ରେ ଏକ ସ୍ୱତନ୍ତ୍ର ରାଷ୍ଟ୍ର ରୂପେ ବଙ୍ଗଳାଦେଶର ଉଦୟ ହୋଇଥିଲା
പര്യായപദങ്ങൾ : ଉଦୟ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଉନ୍ନତିର ଯୋଗ୍ୟ
ഉദാഹരണം :
ଆମକୁ ଅଭ୍ୟୁଦୟ କର୍ମ ହିଁ କରିବା ଆବଶ୍ୟକ
പര്യായപദങ്ങൾ : ଉନ୍ନତିଯୋଗ୍ୟ, ଶ୍ରୀବୃଦ୍ଧି
മറ്റ് ഭാഷകളിലേക്കുള്ള വിവർത്തനം :