അർത്ഥം : ଯେଉଁ ଧନ ଜାମିନଦାରଙ୍କଦ୍ୱାରା କାହାରି ଜାମିନ ରୂପରେ ଜମା କରାଯାଏ
ഉദാഹരണം :
ଅମାନତ ଜମା କରିବା ପରେ ହିଁ ତାଙ୍କୁ ଜାମିନ ମିଳିଲା
പര്യായപദങ്ങൾ : ପ୍ରତିଭୂତି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : (ଦରକାରବେଳେ କାମରେ ଆସିବା ) କାହାର ପାଖରେ ରଖାଯାଉଥିବା ଅନ୍ୟର ବସ୍ତୁ ବା ଦ୍ରବ୍ୟ
ഉദാഹരണം :
ଆପଣଙ୍କ ଅମାନତ ମୋ ପାଖରେ ସୁରକ୍ଷିତ
മറ്റ് ഭാഷകളിലേക്കുള്ള വിവർത്തനം :
The delivery of personal property in trust by the bailor to the bailee.
bailmentഅർത്ഥം : ଜାମିନ ବଦଳରେ ଦିଆ ଯାଉଥିବା ଧନରାଶି
ഉദാഹരണം :
ପାଞ୍ଚ ହଜାର ଟଙ୍କା ଅମାନତ ଜମା କରିବାପରେ ହିଁ ରାକେଶକୁ ଜାମିନ ମିଳିଲା
അർത്ഥം : ନିଜର କିଛି ଜିନିଷକୁ କିଛି ଦିନପାଇଁ ଅନ୍ୟ କାହାପାଖରେ ରଖିବାର କ୍ରିୟା
ഉദാഹരണം :
ମୁଁ ଅମାନତକୁ ଡରୁଛି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କଥାରେ, ଲିଖିତାକାରରେ ଅଥବା କିଛି ଟଙ୍କା ଜମାକରି କୌଣସି ବ୍ୟକ୍ତି ବା କାର୍ଯ୍ୟର ଯେଉଁ ଉତ୍ତରଦାୟିତ୍ୱ ନିଜ ଉପରକୁ ନିଆଯାଏ
ഉദാഹരണം :
ନ୍ୟାୟାଧୀଶ ଅମାନତ ପରିମାଣ ଏକହଜାରଟଙ୍କା ବୋଲି ନିର୍ଦ୍ଧାରଣ କଲେ
മറ്റ് ഭാഷകളിലേക്കുള്ള വിവർത്തനം :