അർത്ഥം : ଯେଉଁଥିରେ କୌଣସି ପ୍ରକାରର ମଳି ବା ଦୋଷ ନାହିଁ
ഉദാഹരണം :
ନିର୍ମଳ ମନରେ ପ୍ରଭୁଙ୍କୁ ମନେପକାଅ
പര്യായപദങ്ങൾ : ଅନାବିଳ, ନିର୍ମଳ, ପବିତ୍ର, ବିମଳ, ବିଶୁଦ୍ଧ, ଶୁଦ୍ଧ, ସଫା, ସଫାସୁତରା, ସୁତରା, ସ୍ୱଚ୍ଛ
മറ്റ് ഭാഷകളിലേക്കുള്ള വിവർത്തനം :
जिसमें किसी प्रकार का मल या दोष न हो।
वातावरण शुद्ध होना चाहिए।അർത്ഥം : ଯାହା ମ୍ଳାନ ବା ସତେଜ ନୁହେଁ
ഉദാഹരണം :
ସୀତା ମନ୍ଦିରରେ ତାଜା ଫୁଲ ଚଢ଼ାଉଛି
മറ്റ് ഭാഷകളിലേക്കുള്ള വിവർത്തനം :
जो म्लान या कुम्हलाया न हो।
सीता मंदिर में ताज़े पुष्प चढ़ा रही है।