അർത്ഥം : କୌଣସି ବସ୍ତୁ ଆଦିର ମୂଲ୍ୟ ଯାହା ମାଲିକକୁ ପରେ ଦିଆଯାଇଥାଏ
ഉദാഹരണം :
ଏବେ ଲୁଗା ବେପାରୀଙ୍କର ମୋ ଉପରେ ଦୁଇ ହଜାର ଟଙ୍କା ଉଧାର ଅଛି
മറ്റ് ഭാഷകളിലേക്കുള്ള വിവർത്തനം :
Money or goods or services owed by one person to another.
debtഅർത്ഥം : କାହାଠାରୁ ବା କେଉଁଠାରୁ ସୁଧ ସହିତ ବା ବିନା ସୁଧ ସହିତ ଫେରସ୍ତ କରିବାର ଚୁକ୍ତି ସହିତ ନିଆଯାଇଥିବା ଧନ
ഉദാഹരണം :
ସେ ଘର ତିଆରିପାଇଁ ବ୍ୟାଙ୍କରୁ ଋଣ ନେଇଛି
മറ്റ് ഭാഷകളിലേക്കുള്ള വിവർത്തനം :
Money or goods or services owed by one person to another.
debtഅർത്ഥം : କାହାଠାରୁ ନିଆଯାଇଥିବା ଯେଉଁ ବସ୍ତୁ, ଟଙ୍କଆଦିକୁ ନିର୍ଦ୍ଧିଷ୍ଟ ସମୟରେ ଫେରାଯାଏ
ഉദാഹരണം :
ସେ ବହିକିଣିବା ପାଇଁ ମୋ ଠାରୁ ଦୁଇଶହ ଟଙ୍କା ଉଧାର ନେଲା
മറ്റ് ഭാഷകളിലേക്കുള്ള വിവർത്തനം :
Money or goods or services owed by one person to another.
debtഅർത്ഥം : ହଳିଆକୁ ବିନା ସୁଧରେ ଦିଆ ଯାଉଥିବା ଧନ
ഉദാഹരണം :
ହଳିଆ ଉଧାର ନେବାକୁ ଆସିଛି
മറ്റ് ഭാഷകളിലേക്കുള്ള വിവർത്തനം :