അർത്ഥം : କୌଣସି ବ୍ୟକ୍ତିର ପ୍ରକୃତ ବା ମୁଖ୍ୟ ନାମ ଶେଷରେ ରହୁଥିବା ଶବ୍ଦ ଯାହା ତାହାର ବଂଶ, ପରିବାର, ବୃତ୍ତିଆଦିର ସୂଚକ ହୋଇଥାଏ
ഉദാഹരണം :
ମୋହନ ନିଜ ନାମ ସହିତ ସଂଜ୍ଞା ଲେଖୁନାହିଁ
പര്യായപദങ്ങൾ : କୁଳନାମ, ବଂଶନାମ, ସଂଜ୍ଞା, ସାଙ୍ଗିଆ
മറ്റ് ഭാഷകളിലേക്കുള്ള വിവർത്തനം :
The name used to identify the members of a family (as distinguished from each member's given name).
cognomen, family name, last name, surnameഅർത്ഥം : ଯୋଗ୍ୟତା, ସମ୍ମାନଆଦିର ସୂଚକ ଶବ୍ଦ ଯାହାକୁ କୌଣସି ନାମ ସହିତ ଯୋଡ଼ାଯାଏ
ഉദാഹരണം :
ଶ୍ୟାମଙ୍କୁ ଡକ୍ଟର ଉପାଧିରେ ସମ୍ମାନିତ କରାଗଲା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କୌଣସି ଅଧିକାରୀ ଆସୀନ ହୋଇଥିବା ସ୍ଥାନ ବା ପଦ
ഉദാഹരണം :
ନେତା ନିଜର ପଦବୀ ଛାଡିବାକୁ ଚାହାଁନ୍ତିନାହିଁ
മറ്റ് ഭാഷകളിലേക്കുള്ള വിവർത്തനം :
वह स्थान या पद जिस पर कोई अधिकारी आसीन हो।
नेता अपनी कुर्सी छोड़ना ही नहीं चाहते।