അർത്ഥം : କୌଣସି ଭଙ୍ଗାରୁଜା ଅଥବା ଭୁଷୁଡ଼ି ପଡ଼ିଥିବା ଘରର ଅଂଶ
ഉദാഹരണം :
ଏହା କୌଣସି ମୋଗଲକାଳୀନ ଦୁର୍ଗର ଭଗ୍ନାବଶେଷ
പര്യായപദങ്ങൾ : ଧ୍ୱଂସାବଶେଷ, ଭଗ୍ନାବଶେଷ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଅଙ୍ଗ ବା ଅବୟବରୁ କୌଣସି ଗୋଟିଏ ଯାହାକୁ ଯୋଗକଲେ କୌଣସି ଜିନିଷ ତିଆରି ହୁଏ
ഉദാഹരണം :
ଏହି ଯନ୍ତ୍ରର ସବୁ ଅଂଶ ଗୋଟିଏ କାରଖାନାରେ ତିଆରି ହୋଇଛି ଏହାର ଆର ପାଦରେ ଆମେମାନେ ଆପଣମାନଙ୍କୁ ଏକ ନାଟକ ଦେଖାଇବୁ
പര്യായപദങ്ങൾ : ଅଂଶ, ଖଣ୍ଡ, ଚରଣ, ପାଦ, ବିଭାଗ, ଭାଗ
മറ്റ് ഭാഷകളിലേക്കുള്ള വിവർത്തനം :
Something determined in relation to something that includes it.
He wanted to feel a part of something bigger than himself.