അർത്ഥം : ଗୋଟିଏ ଅନଧିକାରିକ ସମୂହ ବା ଦଳ ବା ଲୋକ
ഉദാഹരണം :
ଆମରି ବିଦ୍ୟାଳୟର ବୁଦ୍ଧିମାନଦଳ ଆଜି ଫିଲ୍ମ ଦେଖିବାକୁ ଯାଉଛନ୍ତି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଖୋଲା କଥାବାର୍ତ୍ତା ନିମନ୍ତେ ସାଧାରଣ ସଭା ବା ସମିତି
ഉദാഹരണം :
ସଂଗୋଷ୍ଠୀ କିଛି ସାଧାରଣ କଥା ଉପରେ ଆଲୋଚନା କରୁଛନ୍ତି
മറ്റ് ഭാഷകളിലേക്കുള്ള വിവർത്തനം :
A public meeting or assembly for open discussion.
forumഅർത്ഥം : ଗତିଶୀଳ ଭିଡ଼ ବା ଚାଲୁଥିବା ଅବସ୍ଥାର ଭିଡ଼ ଯାହା କେଉଁଠାରୁ ଆସୁଥାଏ ବା ଯାଉଥାଏ
ഉദാഹരണം :
ଲୋକମାନଙ୍କ ଦଳର ଆଗେଆଗେ ଜଣେ ଯୁବକ ଚାଲୁଥିଲା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କୌଣସି ବିଷୟରେ ହେଉଥିବା କଥା ବାର୍ତ୍ତା
ഉദാഹരണം :
ସେଠାରେ ଯୌତୁକ ପ୍ରଥା ଉପରେ ଆଲୋଚନା ହେଉଛି
പര്യായപദങ്ങൾ : ଆଲୋଚନା, ଚର୍ଚ୍ଚା, ପରିଚର୍ଚ୍ଚା, ମିଟିଙ୍ଗ, ସଂଗୋଷ୍ଠୀ
മറ്റ് ഭാഷകളിലേക്കുള്ള വിവർത്തനം :
किसी विषय पर की जाने वाली बात-चीत।
वहाँ दहेज प्रथा के ऊपर चर्चा की जा रही है।An exchange of views on some topic.
We had a good discussion.