അർത്ഥം : ଦିନ ରାତିର ଚବିଶ ଭାଗରୁ ଭାଗେ କିମ୍ବା ଷାଠିଏ ମିନିଟର ସମୟ
ഉദാഹരണം :
ଗାଡ଼ି ଏକ ଘଣ୍ଟା ବିଳମ୍ବରେ ଚାଲୁଅଛି
പര്യായപദങ്ങൾ : ଘଂଟା
മറ്റ് ഭാഷകളിലേക്കുള്ള വിവർത്തനം :
A period of time equal to 1/24th of a day.
The job will take more than an hour.അർത്ഥം : ଧାତୁ ନିର୍ମିତ ଯେଉଁ ବିଶେଷ ଗୋଲାକାର ବାଦ୍ୟ ଉପରେ ହାତୁଡ଼ିଆଦିରେ ଆଘାତକଲେ ଶବ୍ଦ ଉତ୍ପନ୍ନ ହୁଏ
ഉദാഹരണം :
ଘଣ୍ଟାର ଟଂନ ଟଂନ ଶବ୍ଦ ଶୁଣି ପିଲାମାନେ ଶ୍ରେଣୀଆଡ଼କୁ ଦୌଡ଼ିଲେ
പര്യായപദങ്ങൾ : ଘଣ୍ଟ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଯେତିକି ଦୂରତା ଏକ ଘଣ୍ଟାରେ ଅତିକ୍ରମ କରିହୁଏ
ഉദാഹരണം :
ମୋ ଘର ଷ୍ଟେସନଠାରୁ ଏକ ଘଣ୍ଟାର ରାସ୍ତା
പര്യായപദങ്ങൾ : ଘଂଟା
മറ്റ് ഭാഷകളിലേക്കുള്ള വിവർത്തനം :