അർത്ഥം : ଯେ ସ୍ଥିର ରହିନପାରି ଚଞ୍ଚଳଭାବେ କାମ କରେ ବା ଚଞ୍ଚଳ ଚିତ୍ତ ବାଲା
ഉദാഹരണം :
ମୋହନ ଜଣେ ଧୈର୍ଯ୍ୟହୀନ ବାଳକ, ସେ ଶାନ୍ତିରେ ଗୋଟିଏ ସ୍ଥାନରେ ବସିପାରେ ନାହିଁ
പര്യായപദങ്ങൾ : ଅଧୀର, ଅଧୈର୍ଯ୍ୟବାନ, ଅନବସ୍ଥିତ, ଚଞ୍ଚଳ, ଧୈର୍ଯ୍ୟହୀନ, ବାଳୁଙ୍ଗା
മറ്റ് ഭാഷകളിലേക്കുള്ള വിവർത്തനം :