അർത്ഥം : ଅଙ୍ଗ ବା ଅବୟବରୁ କୌଣସି ଗୋଟିଏ ଯାହାକୁ ଯୋଗକଲେ କୌଣସି ଜିନିଷ ତିଆରି ହୁଏ
ഉദാഹരണം :
ଏହି ଯନ୍ତ୍ରର ସବୁ ଅଂଶ ଗୋଟିଏ କାରଖାନାରେ ତିଆରି ହୋଇଛି ଏହାର ଆର ପାଦରେ ଆମେମାନେ ଆପଣମାନଙ୍କୁ ଏକ ନାଟକ ଦେଖାଇବୁ
പര്യായപദങ്ങൾ : ଅଂଶ, ଖଣ୍ଡ, ଖଣ୍ଡିତାଂଶ, ପାଦ, ବିଭାଗ, ଭାଗ
മറ്റ് ഭാഷകളിലേക്കുള്ള വിവർത്തനം :
Something determined in relation to something that includes it.
He wanted to feel a part of something bigger than himself.അർത്ഥം : କୌଣସି ଲୋକର ଗୋଡ଼ର ସବୁଠାରୁ ନୀଚ ଅଂଶ ଯାହା ଉପରେ ସେ ଠିଆ ହୁଏ ବା ଯାହାଦ୍ୱାରା ସେ ଚାଲେ
ഉദാഹരണം :
କର୍ମଚାରୀ ଜଣଙ୍କ ଅଧିକାରୀଙ୍କ ପାଦତଳେ ପଡ଼ି କରୁଣ ଭାବେ ପ୍ରାର୍ଥନା କଲା
മറ്റ് ഭാഷകളിലേക്കുള്ള വിവർത്തനം :
The part of the leg of a human being below the ankle joint.
His bare feet projected from his trousers.