അർത്ഥം : ଦୂରକୁ ଦୌଡ଼ି ନ ପଳାଇବାପାଇଁ ଦୁଇଟି ଗାଈଙ୍କ ଗୋଡ଼କୁ ପରସ୍ପର ସହିତ ବାନ୍ଧିଦେବା
ഉദാഹരണം :
ଗାଈଚରାଳି ହଇରାଣ ହେବାରୁ ଦୁଇଟିଯାକ ଦୁଷ୍ଟଗାଈଙ୍କୁ ଛନ୍ଦିଦେଲା
പര്യായപദങ്ങൾ : ବାନ୍ଧିବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କାହାରିସହିତ ଲଢ଼ିବାପାଇଁ ତାକୁ କାବୁକରିବା
ഉദാഹരണം :
କୁସ୍ତିବାଜମାନେ ପରସ୍ପରକୁ ଛନ୍ଦିଥିଲେ
പര്യായപദങ്ങൾ : ଆୟତ୍ତକରିବା, କାବୁକରିବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ରସିଆଦିଦ୍ୱାରା ଗୋଡ଼ ଇତ୍ୟାଦି ବାନ୍ଧିବା ବା ଗଣ୍ଠି ପକାଇବା
ഉദാഹരണം :
ସେ ରୋଗଣା ମଇଁଷିକୁ ଇଞ୍ଜେକସନ ଦେବା ପୂର୍ବରୁ ତା ଆଗଗୋଡ଼କୁ ରସିରେ ବାନ୍ଧିଦେଲା
പര്യായപദങ്ങൾ : ଗଣ୍ଠି ପକାଇବା, ବାନ୍ଧିବା
മറ്റ് ഭാഷകളിലേക്കുള്ള വിവർത്തനം :