അർത്ഥം : ଘର, ଗାଡ଼ି, ଜାହାଜ ଆଦିର ପାଚେରୀ ବା ଛାତ ଉପରେ ପବନ ତଥା ଆଲୋକ ଆସିବା ନିମନ୍ତେ ତିଆରି ହୋଇଥିବା ଖୋଲା ଅଂଶକୁ ଖୋଲିବା ତଥା ବନ୍ଦ କରିବା ନିମନ୍ତେ ତିଆରି ହୋଇଥିବା କାଠ ବା ଧାତୁର ସଂରଚନା ଯେଉଁଥିରେ କାଚ ଆଦି ଲାଗିଥାଏ
ഉദാഹരണം :
କେହି କାରର ଝରକା କାଚକୁ ଭାଙ୍ଗି ଦେଇଛି
പര്യായപദങ്ങൾ : ଗବାକ୍ଷ
മറ്റ് ഭാഷകളിലേക്കുള്ള വിവർത്തനം :
घर, गाड़ी, जहाज आदि की दीवारों या छतों पर हवा तथा प्रकाश आने के लिए बनाए गए खुले भाग को खोलने तथा बंद करने के लिए बनी लकड़ी या धातु की संरचना जिसमें काँच आदि लगे होते हैं।
किसी ने कार की खिड़की का काँच तोड़ दिया है।A framework of wood or metal that contains a glass windowpane and is built into a wall or roof to admit light or air.
windowഅർത്ഥം : ପବନ ତଥା ଆଲୋକ ଆସିବାପାଇଁ ଘର ,ଗାଡ଼ି ଜାହାଜଆଦିର କାନ୍ଥରେ ବା ଛାତ ଉପରେ ତିଆରି କରାଯାଇଥିବା ଖୋଲା ଅଂଶ ଯାହାକୁ ଖୋଲିବା ବା ବନ୍ଦ କରିବା ନିମନ୍ତେ ପ୍ରାୟ କାଚଆଦି ଲଗାଯାଇଥିବା କାଠ ବା ଧାତୁରେ ନିର୍ମିତ ସଂରଚନା ଥାଏ
ഉദാഹരണം :
ଏହି କୋଠରୀରେ ଗୋଟିଏ ମାତ୍ର ଝରକା ଅଛି
പര്യായപദങ്ങൾ : ଖିଡ଼ୀକି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ପବନ ଓ ଆଲୋକ ଆସିବା ନିମନ୍ତେ କାନ୍ଥରେ ତିଆରି ହୋଇଥିବା ଜାଲିଯୁକ୍ତ ବଡ କଣା
ഉദാഹരണം :
ଘରକୁ ବାୟୁଯୁକ୍ତ କରିବାପାଇଁ ସେ ପ୍ରତ୍ୟେକ କୋଠରୀରେ ଝରକା ଲଗାଇଛି
മറ്റ് ഭാഷകളിലേക്കുള്ള വിവർത്തനം :