അർത്ഥം : କୌଣସି ଆଧାରର ସହାୟତାରେ ଝୁଲି ଆଗପଛ ବା ଏପଟସେପଟ ଦୋଳାୟମାନ ହେବାର ପ୍ରକ୍ରିୟା
ഉദാഹരണം :
ଘଣ୍ଟାର ଦୋଳକର ଦୋଳନ ବନ୍ଦ ହେବାର ଅର୍ଥ ଘଣ୍ଟା ବନ୍ଦ ହୋଇଯାଇଛି
പര്യായപദങ്ങൾ : ଦୋଳନ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଝୁଲଣରେ ବସି ଝୁଲିବା
ഉദാഹരണം :
ସେ ଘଣ୍ଟେ ହେଲା ଝୁଲୁଛି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଉପରିଭାଗ ସଂଯୁକ୍ତ ହେଲେ ବି କୋଣସି ବସ୍ତୁର କିଛିଅଂଶ ତଳଆଡ଼କୁ ବିନା ଆଧାରରେ ରହିବା
ഉദാഹരണം :
କାନ୍ଥରୁ ରସିଟିଏ ଝୁଲୁଛି
പര്യായപദങ്ങൾ : ଲଟକିବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ନିଶାରେ ମୁଣ୍ଡ ଓ ଦେହକୁ ଆଗପଛ ଓ ଏପାଖ ସେପାଖ କରି ହଲେଇବା
ഉദാഹരണം :
ପିଲାଏ ମସ୍ତିରେ ଝୁଲୁଥିଲେମଦୁଆ ଲୋକ ମଦ ନିଶାରେ ଝୁଲୁଛି
പര്യായപദങ്ങൾ : ହଲିବା
മറ്റ് ഭാഷകളിലേക്കുള്ള വിവർത്തനം :