അർത്ഥം : ଠକିବାର କାମ
ഉദാഹരണം :
ପୋଲିସ ରେଳଗାଡ଼ିରେ ଠକାମି କରୁଥିବା ଦୁଇଜଣ ଠକଙ୍କୁ ଧରିଲେ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କାହାକୁ ପ୍ରତାରଣା କରି ନିଜର ସ୍ୱାର୍ଥପାଇଁ କରାଯାଇଥିବା କାମ
ഉദാഹരണം :
ସେ ଛଳନା କରି ପୂରା ସଂପତ୍ତିକୁ ନିଜ ନାମରେ କରାଇ ନେଲା ସେ ନିଜ ଛଳନାରେ କୃତକାର୍ଯ୍ୟ ହୋଇପାରିଲା ନାହିଁ
മറ്റ് ഭാഷകളിലേക്കുള്ള വിവർത്തനം :
वह काम जो किसी को धोखे में डाल कर कोई स्वार्थ साधने के लिए किया जाए।
उसने छल से पूरी जायदाद अपने नाम करा ली।