അർത്ഥം : ରୁଟି, ଭାତଆଦି ସହିତ ଖାଇବା ନିମନ୍ତେ ଡାଲିକୁ ଫୁଟାଇ ବା ରାନ୍ଧି କରାଯାଉଥିବା ଦ୍ରବ୍ୟ
ഉദാഹരണം :
ମା’ ଆଜି ଡାଲି, ଭାତ ଏବଂ ଆଳୁ ତରକାରି କରିଥିଲେ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ହରଡ଼, ମୁଗଆଦି ଯେଉଁ ସବୁ ଶସ୍ୟରୁ ଡାଲି ତିଆରି ହୁଏ
ഉദാഹരണം :
ଆଜିକାଲି ବଜାରରେ ଡାଲିର ଦର ଆକାଶଛୁଆଁ ରହିଛି
പര്യായപദങ്ങൾ : ଡାଲି ଜାତୀୟ ଶସ୍ୟ
മറ്റ് ഭാഷകളിലേക്കുള്ള വിവർത്തനം :
Edible seeds of various pod-bearing plants (peas or beans or lentils etc.).
pulseഅർത്ഥം : ରଗଡ଼ା ହୋଇଥିବା ହରଡ଼, ମୁଗ, ଚଣା ଆଦି ଯାହାସବୁକୁ ଝୋଳଥିବା ତରକାରି ଭଳି ରାନ୍ଧି ଖାଆନ୍ତି
ഉദാഹരണം :
ତାଙ୍କର ମୁଗଡାଲି ପକୁଡ଼ି ବହୁତ ପସନ୍ଦ
മറ്റ് ഭാഷകളിലേക്കുള്ള വിവർത്തനം :
Edible seeds of various pod-bearing plants (peas or beans or lentils etc.).
pulse