പേജിന്റെ വിലാസം പകർത്തുക ട്വിറ്ററിൽ പങ്കിടുക വാട്ട്സ്ആപ്പിൽ പങ്കിടുക ഫേസ്ബുക്കിൽ പങ്കിടുക
ഗൂഗിൾ പ്ലേയിൽ കയറുക
പര്യായപദങ്ങളും വിപരീതപദങ്ങളും ഉള്ള ଓଡ଼ିଆ എന്ന നിഘണ്ടുവിൽ നിന്നുള്ള ତାତ୍ପର୍ଯ୍ୟ എന്ന വാക്കിന്റെ അർത്ഥവും ഉദാഹരണവും.

ତାତ୍ପର୍ଯ୍ୟ   ବିଶେଷ୍ୟ

അർത്ഥം : କୌଣସି ପୂରା ତଥ୍ୟ, ପଦାର୍ଥ, କଥାଆଦି ସବୁ ତତ୍ତ୍ୱର ମୁଖ୍ୟ ଅଭିପ୍ରାୟ

ഉദാഹരണം : ଶିକ୍ଷକ ବିଦ୍ୟାର୍ଥୀଙ୍କୁ କାହାଣୀର ସାରାଂଶ ଲେଖିବାକୁ କହିଲେ

പര്യായപദങ്ങൾ : ଭାବାର୍ଥ, ସାରାଂଶ


മറ്റ് ഭാഷകളിലേക്കുള്ള വിവർത്തനം :

किसी पूरे तथ्य, पदार्थ, कथन आदि के सब तत्वों आदि का मुख्य आशय।

शिक्षक ने विद्यार्थियों को कहानी का सारांश लिखने के लिए कहा।
खुलासा, तात्पर्य, निचोड़, भावार्थ, संक्षेप, सार, सारांश

A sketchy summary of the main points of an argument or theory.

abstract, outline, precis, synopsis

അർത്ഥം : ସେହି ଅଭିପ୍ରାୟ ବା ଉଦ୍ଦେଶ୍ୟ ଯାହା କୌଣସି ଶବ୍ଦ,ପଦ ବା ବାକ୍ୟଆଦିରୁ ବାହାରେ ଏବଂ ଯାହାକୁ ବୁଝାଇବପାଇଁ ସେ ଶବ୍ଦ ବା ପଦ ଲୋକରେ ପ୍ରଚଳିତ ହୁଏ

ഉദാഹരണം : ବେଳେବେଳେ ସୁରଦାଶଙ୍କ ପଦର ଅର୍ଥ ବାହାର କରିବା କଷ୍ଟକର ହୋଇଥାଏ

പര്യായപദങ്ങൾ : ଅଭିପ୍ରାୟ, ଅର୍ଥ, ଭାବ, ମାନେ


മറ്റ് ഭാഷകളിലേക്കുള്ള വിവർത്തനം :

वह संकल्पना जो किसी शब्द, पद या वाक्य आदि से निकलता है और जिसका बोध कराने के लिए वह शब्द या पद लोक में प्रचलित होता है।

कभी-कभी सूरदास के पदों का अर्थ निकालना मुश्किल हो जाता है।
अंतर्भाव, अध्यवसान, अन्तर्भाव, अभिप्राय, अरथ, अर्थ, आकूत, आकूति, आशय, आसय, तात्पर्य, भाव, मतलब, माने, मायने

The idea that is intended.

What is the meaning of this proverb?.
meaning, substance