അർത്ഥം : ବେଶ୍ୟା ବା ଛିଣ୍ଡାଳି ସ୍ତ୍ରୀମାନଙ୍କର ଦଲାଲି କରୁଥିବା ବ୍ୟକ୍ତି
ഉദാഹരണം :
କେତେକ ଭାଡ଼ୁଆ ନିରୀହା ଝିଅଙ୍କୁ ନିଜର ଶିକାର ବନାନ୍ତି
പര്യായപദങ്ങൾ : ଭାଡ଼ୁଆ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଦୋକାନି ସହ ସାମିଲ୍ ହୋଇଥିବା ଦଲାଲ
ഉദാഹരണം :
ଦଲାଲର କଥାରେ ପଡ଼ିବାରୁ ମୁଁ ଦୋକାନି ଦ୍ୱାରା ଠକିଗଲି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ସଉଦା କିଣିବା ବା ବିକିବାବେଳେ ଯେଉଁଲୋକ କିଛି ପାରିଶ୍ରମିକ ନେଇ ସାହାଯ୍ୟ କରେ
ഉദാഹരണം :
ଦଲାଲ ମାଧ୍ୟମରେ ମୁଁ ଏହି ଗାଡ଼ି କିଣିଛି
പര്യായപദങ്ങൾ : ଏଜେଣ୍ଟ
മറ്റ് ഭാഷകളിലേക്കുള്ള വിവർത്തനം :