അർത്ഥം : ଗୋଟିଏ ସୂର୍ଯୋଦୟ ଠାରୁ ଆଉଗୋଟିଏ ସୂର୍ଯୋଦୟ ପର୍ଯ୍ୟନ୍ତ ସମୟ ଚବିଶ ଘଣ୍ଟା
ഉദാഹരണം :
ଗୋଟିଏ ଦିନରେ ଆଠ ପ୍ରହର ଥାଏ
പര്യായപദങ്ങൾ : ଦିବସ
മറ്റ് ഭാഷകളിലേക്കുള്ള വിവർത്തനം :
Time for Earth to make a complete rotation on its axis.
Two days later they left.അർത്ഥം : ବହୁତ ଅଧିକ ସମୟ
ഉദാഹരണം :
ଅପେକ୍ଷାରେ ତାଙ୍କର ଦିନ ସରିଗଲା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ସୂର୍ଯ୍ୟ ଉଦୟ ହେବାଠାରୁ ଅସ୍ତ ହେବା ପର୍ଯ୍ୟନ୍ତ ସମୟ
ഉദാഹരണം :
ଆଜି ଦିନଟି ମୋପାଇଁ ବହୁତ ଭଲ ଥିଲା ଖରାଦିନେ ଦିନ ବଢ଼ିଯାଏ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଗଣତି ବିଚାରକୁ ନେଇ ଇଂରାଜୀ ମାସର କୌଣସି ଦିନ
ഉദാഹരണം :
ମୁଁ ପ୍ରାର୍ଥନା-ପତ୍ରରେ ଆଜିର ତାରିଖ ଲେଖିବାକୁ ଭୁଲିଗଲି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ମିନିଟ୍, ଘଣ୍ଟା, ବର୍ଷଆଦିରେ ମପାଯାଉଥିବା ଦୂରତା ବା ଗତି ଯେଉଁଥିରେ ଭୂତ ବର୍ତ୍ତମାନଆଦିର କଳନା ହୁଏ
ഉദാഹരണം :
ସମୟ କାହାରିକୁ ଅପେକ୍ଷା କରେ ନାହିଁ ଆପଣ କେଉଁ ଯୁଗର କଥା କହୁଛନ୍ତି ସମୟ କେମିତି କଟୁଛି,କିଛି ଜଣା ପଡ଼ୁନାହିଁ ସେ କିଛି ସମୟ ନିମନ୍ତେ ଏଠାକୁ ବି ଆସିଥିଲେ
പര്യായപദങ്ങൾ : ଅବସର, କାଳ, ବେଳା, ଯୁଗ, ସମୟ
മറ്റ് ഭാഷകളിലേക്കുള്ള വിവർത്തനം :
मिनटों, घंटों, वर्षों आदि में नापी जाने वाली दूरी या गति जिससे भूत, वर्तमान आदि का बोध होता है।
समय किसी का इंतजार नहीं करता।An amount of time.
A time period of 30 years.അർത്ഥം : ଚବିଶ ଘଣ୍ଟା ମଧ୍ୟରୁ ଶୋଇବା ସମୟ ବ୍ୟତୀତ ଯେଉଁ ସମୟରେ ଆମେ କାର୍ଯ୍ୟ କରିଥାଉ
ഉദാഹരണം :
ମୋର ଦିନ ସକାଳ ଚାରିଟାରେ ଆରମ୍ଭ ହୁଏ
പര്യായപദങ്ങൾ : ଦିବସ
മറ്റ് ഭാഷകളിലേക്കുള്ള വിവർത്തനം :
The recurring hours when you are not sleeping (especially those when you are working).
My day began early this morning.