അർത്ഥം : ଯୋଗ୍ୟତା, ବିଶେଷତା, ସାମର୍ଥ୍ୟ ଗୁଣଆଦି ଜାଣିବା ନିମନ୍ତେ ଭଲ ଭାବେ ଦେଖିବା ବା ପରଖିବା କ୍ରିୟା ବା ଭାବ
ഉദാഹരണം :
ସମର୍ଥ ଗୁରୁ ରାମଦାସ ଶିଷ୍ୟର ପରୀକ୍ଷା ନେବା ନିମନ୍ତେ ତାଙ୍କୁ ବାଘୁଣୀର ଦୁଧ ମାଗିଲେସେ ସବୁ ପରୀକ୍ଷାରେ ସଫଳତା ସହକାରେ ଉତ୍ତୀର୍ଣ୍ଣ ହେଲା
മറ്റ് ഭാഷകളിലേക്കുള്ള വിവർത്തനം :
The act of giving students or candidates a test (as by questions) to determine what they know or have learned.
examination, testingഅർത്ഥം : ହଜିଯାଇଥିବା ବା ଲୁଚି ରହିଥିବା ବସ୍ତୁକୁ ପାଇବାପାଇଁ କାହାରି ଶରୀର ବା ଘର ଆଦି ପରୀକ୍ଷା କରିବା
ഉദാഹരണം :
ଉଡ଼ାଜାହାଜରେ ଚଢ଼ିବାପୂର୍ବରୁ ଲୋକମାନଙ୍କୁ ଯାଞ୍ଚ କରାଯାଏ
പര്യായപദങ്ങൾ : ଅନୁସନ୍ଧାନ, ତନଖି, ତଲାସ, ଯାଞ୍ଚ
മറ്റ് ഭാഷകളിലേക്കുള്ള വിവർത്തനം :
खोई या छिपाई हुई वस्तु को पाने के लिए किसी के शरीर या घर आदि की जाँच-पड़ताल।
हवाई यात्रा करने से पूर्व लोगों की तलाशी ली जाती है।അർത്ഥം : ଜ୍ଞାନ, ଅନୁଭବ, ଶିକ୍ଷାଆଦିର ଦୃଷ୍ଟିରେ ସେହି ବିଶେଷତା ବା ଗୁଣ ଯାହାକୁ ଆଧାର କରି କୌଣସି କାର୍ଯ୍ୟ ବା ପଦ ନିମନ୍ତେ ଜଣଙ୍କୁ ଉପଯୁକ୍ତରୂପେ ବିଚାରକରାଯାଏ
ഉദാഹരണം :
ପରୀକ୍ଷାଦ୍ୱାରା ବିଦ୍ୟାର୍ଥୀମାନଙ୍କର ଯୋଗ୍ୟତାକୁ ପରଖାଯାଏ
പര്യായപദങ്ങൾ : ଉପଯୁକ୍ତତା, କ୍ଷମତା, ଯୋଗ୍ୟତା, ସାମର୍ଥ୍ୟ
മറ്റ് ഭാഷകളിലേക്കുള്ള വിവർത്തനം :
ज्ञान, अनुभव, शिक्षा आदि की दृष्टि से वह विशेषता या गुण जिसके आधार पर कोई किसी कार्य या पद के लिए उपयुक्त समझा जाता है।
प्रतियोगी परीक्षाओं के द्वारा विद्यार्थियों की योग्यता परखी जाती है।An attribute that must be met or complied with and that fits a person for something.
Her qualifications for the job are excellent.