അർത്ഥം : କୌଣସି ବସ୍ତୁ, ବ୍ୟକ୍ତିଆଦିର କାମକରିବାରେ ଯୋଗ୍ୟତା ଅଛି କି ନାହିଁ ଜାଣିବାପାଇଁ ପରୀକ୍ଷା କରିବା
ഉദാഹരണം :
ଏହି ଛୋଟ କାମ୍ ଜରିଆରେ ମୁଁ ତାକୁ ପରୀକ୍ଷା କରୁଛି କି ସେ ମୋ କାମପାଇଁ ଯୋଗ୍ୟ କି ନୁହେଁ
പര്യായപദങ്ങൾ : ଅବଲୋକନ କରିବା, ଦେଖିବା, ପରୀକ୍ଷଣ କରିବା, ପରୀକ୍ଷା କରିବା
മറ്റ് ഭാഷകളിലേക്കുള്ള വിവർത്തനം :
किसी वस्तु, व्यक्ति आदि के गुण, दोष को जाँचना कि यह अमुक काम के योग्य है कि नहीं।
इस छोटे से कार्य के जरिए मैं उसको परख रहा हूँ कि वह मेरे काम का है या नहीं।To look at critically or searchingly, or in minute detail.
He scrutinized his likeness in the mirror.അർത്ഥം : କୌଣସି କାର୍ଯ୍ୟ ଠିକ୍ରେ ଚାଲୁଛି ନା ନାହିଁ ଦେଖିବା
ഉദാഹരണം :
ଆମର କାମକୁ ଜଣେ ଭାଷାବିଜ୍ଞାନୀ ଯାଞ୍ଚ କରିବେ
പര്യായപദങ്ങൾ : ତଦାରଖ କରିବା, ଯାଞ୍ଚ କରିବା
മറ്റ് ഭാഷകളിലേക്കുള്ള വിവർത്തനം :
Examine carefully for accuracy with the intent of verification.
Audit accounts and tax returns.