അർത്ഥം : ଚେୟାରରେ ବସିଥିବା ଲୋକର ପାଦ ରଖିବାପାଇଁ ବ୍ୟବହୃତ ଗୋଟିଏ ଛୋଟ ଚୌକି
ഉദാഹരണം :
ସେ ଚେୟାରରେ ବସିବା ମାତ୍ରେ ହିଁ ପାଦାନୀ ଉପରେ ନିଜର ପାଦ ରଖିଲା
പര്യായപദങ്ങൾ : ପାଦାନୀ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ପାଦ ରଖିବା ପାଇଁ ବସ୍ତୁ ବା ସ୍ଥାନ
ഉദാഹരണം :
ପାଦାନୀ ସୁବିଧା ଥିବାରୁ ପାଦକୁ ଆରାମ ମିଳୁଛି
പര്യായപദങ്ങൾ : ପାଦାନୀ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ପାଦ ରଖିବାର ଆସନ
ഉദാഹരണം :
ଶ୍ୟାମା ପାଦକୁ ଆରାମ ଦେବାପାଇଁ ତାକୁ ପାଦରଖା ଉପରେ ରଖେ
പര്യായപദങ്ങൾ : ପାଦାନୀ
മറ്റ് ഭാഷകളിലേക്കുള്ള വിവർത്തനം :