അർത്ഥം : ପବନର ଚାପ ସୃଷ୍ଟିପାଇଁ ନୌକାର ମାସ୍ତୁଲରେ ବନ୍ଧା ଯାଉଥିବା ଏକ ଲମ୍ବା ଚୌଡ଼ା କନା
ഉദാഹരണം :
ହଠାତ୍ ତୋଫାନ ଆସିବାରୁ ନୌକାର କମଜୋର ପାଲ ଫାଟିଗଲା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଯେଉଁ ଲୁଗାରେ ଗାଡ଼ି ବା ପାଲଙ୍କି ଢଙ୍କା ଯାଏ
ഉദാഹരണം :
ପାଲଙ୍କି ଭିତରେ ବସି କନ୍ୟା ପାଲ ଟେକି ବାହାରକୁ ଉଙ୍କିମାରୁଥିଲା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଏକ ପ୍ରକାର ଚିକ୍କଣିଆ ମୋଟା କପଡ଼ା ଯାହା ଖରା ଓ ବର୍ଷା ଦାଉରୁ ଜିନିଷପତ୍ରକୁ ରକ୍ଷାକରିବାପାଇଁ ତା ଉପରେ ପକାଯାଏ ବା ଟଣାଯାଏ
ഉദാഹരണം :
ଖଳାରେ ଶସ୍ୟଉପରେ ପାଲ ଢାଙ୍କିକି ରଖ
മറ്റ് ഭാഷകളിലേക്കുള്ള വിവർത്തനം :
रोगन किया हुआ एक प्रकार का टाट जो धूप और वर्षा से रक्षा के लिए चीज़ों के ऊपर डाला या ताना जाता है।
खलिहान के अनाज को तिरपाल से ढाँककर रखो।