അർത്ഥം : କାହାରି ପ୍ରତିପାଳନ କରିବାପାଇଁ ସାଧନର ବ୍ୟବସ୍ଥା କରିବା
ഉദാഹരണം :
ଶ୍ୟାମ ଗୋଟିଏ ବଡ଼ ପରିବାରର ଭରଣପୋଷଣ କରୁଛି
പര്യായപദങ്ങൾ : ପରିବାର ଚଳାଇବା, ପୋଷଣ କରିବା, ପ୍ରତିପାଳନ କରିବା, ଭରଣପୋଷଣ କରିବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଭୋଜନ ଓ ବସ୍ତ୍ର ଦେଇ ଜୀବନ ରକ୍ଷା କରିବା
ഉദാഹരണം :
ପ୍ରତ୍ୟେକ ମାଁ ବାପା ନିଜନିଜର କ୍ଷମତା ଅନୁସାରେ ନିଜ ପିଲାମାନଙ୍କୁ ପାଳନ କରନ୍ତି
പര്യായപദങ്ങൾ : ପାଳନପୋଷଣ କରିବା, ପାଳିବା, ପୋଷିବା
മറ്റ് ഭാഷകളിലേക്കുള്ള വിവർത്തനം :
भोजन, वस्त्र आदि देकर जीवन रक्षा करना।
हर माँ-बाप अपनी हैसियत के अनुसार,अपने बच्चों को पालते हैं।