അർത്ഥം : ଶରୀରରେ ଛାତି ତଳେ ତଥା ପେଟ ଉପରର ଅଂଶ ବା ଭାଗ
ഉദാഹരണം :
ତିନି ଦିନ ଧରି ଖାଦ୍ୟ ନଖାଇବା କାରଣରୁ ତାର ପେଟ ପିଠି ଲାଗିଗଲାଣି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ପେଟର ସେହି ଅଂଶ ଯେଉଁଠି ଭାଙ୍ଗ ପଡ଼ିଥାଏ
ഉദാഹരണം :
ମୁନ୍ନାର ପେଟରେ ବଡ଼ କଳାଜାଇ ଅଛି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଭୋଜନର ଉପଭୋକ୍ତା ଭାବେ ଗଣାଯାଉଥିବା ବ୍ୟକ୍ତି
ഉദാഹരണം :
ତାକୁ ସାତୋଟି ମୁହଁରେ ଦାନା ଦେବାକୁ ପଡ଼ୁଛି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଜାହାଜ ବା ନାଆର ଢାଞ୍ଚା
ഉദാഹരണം :
ଜାହାଜର ପେଟର ଅଧିକାଂଶ ପାଣିରେ ରହେ
മറ്റ് ഭാഷകളിലേക്കുള്ള വിവർത്തനം :